ସଦସ୍ୟତା ନିଅନ୍ତୁ
ପୃଷ୍ଠା ଠିକଣା କ୍ଲିପବୋର୍ଡରେ କପି ହୋଇଛି ।
ଅର୍ଥ : କୌଣସି କାମ ବା ଉଦ୍ଦେଶ୍ୟ ସାଧନପାଇଁ ଅଭିପ୍ରେତ ଲୋକସମୂହ
ଉଦାହରଣ : ଆଜିକାଲି ସମାଜରେ ନିତି ନୂଆ ନୂଆ ଦଳ ମୁଣ୍ଡ ଟେକୁଛନ୍ତି
ସମକକ୍ଷ : ଦଳ, ମଣ୍ଡଳ, ମଣ୍ଡଳି
किसी कार्य या उद्देश्य की सिद्धि के लिए बना लोगों का समूह।
ଅର୍ଥ : ଏକ ସ୍ଥାନରେ ଉପସ୍ଥିତ ବା ଏକରୁ ଅଧିକ ଲୋକ, ପଶୁ ଯାହାଙ୍କୁ ଏକ ଏକକ ରୂପେ ଗ୍ରହଣ କରାଯାଏ
ଉଦାହରଣ : ଚାଷଜମିକୁ ପଶୁଗୋଠ ନଷ୍ଟଭ୍ରଷ୍ଟ କରିଦେଉଛି
ସମକକ୍ଷ : ଗଣ, ଗୋଠ, ଦଳ, ପଲ, ବୃନ୍ଦ, ସମୁଦାୟ, ସମୂହ
एक स्थान पर उपस्थित एक से अधिक मनुष्य, पशु आदि जो एक इकाई के रूप में माने जाएँ।
A large indefinite number.
ସଂସ୍ଥାପନ କରନ୍ତୁ