ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଯୋଗ୍ୟତା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଯୋଗ୍ୟତା   ବିଶେଷ୍ୟ

ଅର୍ଥ : ଜ୍ଞାନ, ଅନୁଭବ, ଶିକ୍ଷାଆଦିର ଦୃଷ୍ଟିରେ ସେହି ବିଶେଷତା ବା ଗୁଣ ଯାହାକୁ ଆଧାର କରି କୌଣସି କାର୍ଯ୍ୟ ବା ପଦ ନିମନ୍ତେ ଜଣଙ୍କୁ ଉପଯୁକ୍ତରୂପେ ବିଚାରକରାଯାଏ

ଉଦାହରଣ : ପରୀକ୍ଷାଦ୍ୱାରା ବିଦ୍ୟାର୍ଥୀମାନଙ୍କର ଯୋଗ୍ୟତାକୁ ପରଖାଯାଏ

ସମକକ୍ଷ : ଉପଯୁକ୍ତତା, କ୍ଷମତା, ପରଖ, ସାମର୍ଥ୍ୟ

ज्ञान, अनुभव, शिक्षा आदि की दृष्टि से वह विशेषता या गुण जिसके आधार पर कोई किसी कार्य या पद के लिए उपयुक्त समझा जाता है।

प्रतियोगी परीक्षाओं के द्वारा विद्यार्थियों की योग्यता परखी जाती है।
अर्हता, इल्मीयत, इस्तेदाद, उपयुक्तता, काबिलियत, काबिलीयत, क्षमता, माद्दा, योग्यता, लियाकत, लियाक़त, सलीक़ा, सलीका, सामर्थ्य, हुनर

An attribute that must be met or complied with and that fits a person for something.

Her qualifications for the job are excellent.
One of the qualifications for admission is an academic degree.
She has the makings of fine musician.
making, qualification

ଅର୍ଥ : କୌଣସି ପଦ, କାର୍ଯ୍ୟଆଦି ନିମନ୍ତେ ଯୋଗ୍ୟ ହେବାର ଅବସ୍ଥା ବା ଭାବ

ଉଦାହରଣ : ଯୋଗ୍ୟତା କାରଣରୁ ତାଙ୍କୁ ଅଧ୍ୟାପକ ପଦ ମିଳିଲା

किसी पद, कार्य आदि के लिए योग्य होने की अवस्था या भाव।

पात्रता के कारण उसे अध्यापक का पद मिला।
पात्रता, पात्रत्व, भाजनता, योग्यता

ଅର୍ଥ : ଏପରି ଗୁଣ, ଜ୍ଞାନ, ଅନୁଭବ, ଯୋଗ୍ୟତା ଓ କୁଶଳତା ଆଦି ଯାହା କାହାର କୌଣସି ପଦ, ସ୍ଥିତି, ଓ ପେଷା ଆଦି ପାଇଁ ଉପଯୁକ୍ତ ସିଦ୍ଧ ହୁଏ

ଉଦାହରଣ : ଭଲ ପଦ ପାଇଁ ବିଶିଷ୍ଟତା ଆବଶ୍ୟକ

ସମକକ୍ଷ : ବିଶିଷ୍ଟତା