ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଯୋଗ୍ୟ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଯୋଗ୍ୟ   ବିଶେଷଣ

ଅର୍ଥ : ସବୁ କାମ ଉତ୍ତମ ରୂପେ ଅମଳ କରୁଥିବା ବା ନିଜ କର୍ତ୍ତବ୍ୟର ଉଚିତ୍‌ ପାଳନ କରୁଥିବା ବ୍ୟକ୍ତି

ଉଦାହରଣ : ରାଜା ଯୋଗ୍ୟ ମନ୍ତ୍ରୀଙ୍କ ଉପରେ କାର୍ଯ୍ୟଭାର ଅର୍ପଣ କରି ନିଶ୍ଚିନ୍ତ ହେଲେ

ସମକକ୍ଷ : ଅମଳୀ, କର୍ମଠ, କର୍ମନିରତ, କାର୍ଯ୍ୟଦକ୍ଷ୍ୟ

हर काम को अच्छी तरह से अमल करने वाला या अपने कर्तव्य का भली-भाँति पालन करने वाला।

राजा अमली मंत्री को कार्य सौंप कर निश्चिंत हो गया।
अमली, कर्मण्य, कारगुज़ार, कारगुजार

Having authority or ascendancy or influence.

An important official.
The captain's authoritative manner.
authoritative, important

ଅର୍ଥ : ଯାହାର କୌଣସି କାମ କରିବାପାଇଁ ଶକ୍ତି ବା ଗୁଣ ଅଛି

ଉଦାହରଣ : ଏହି କାମ କରିବାପାଇଁ ଜଣେ ଯୋଗ୍ୟ ବ୍ୟକ୍ତିର ଆବଶ୍ୟକତା ଅଛି

ସମକକ୍ଷ : ଉପଯୁକ୍ତ, ସମର୍ଥ

जिसमें किसी काम को अच्छी तरह से करने की दक्षता या गुण हो।

इस काम के लिए एक योग्य व्यक्ति की आवश्यकता है।
अभिजात, अलं, अलम्, उदात्त, उपयुक्त, काबिल, योग्य, लायक, लायक़, समर्थ, सलीक़ामंद, सलीक़ामन्द, सलीक़ेमंद, सलीक़ेमन्द, सलीकामंद, सलीकामन्द, सलीकेमंद, सलीकेमन्द, हुनरमंद, हुनरमन्द

Have the skills and qualifications to do things well.

Able teachers.
A capable administrator.
Children as young as 14 can be extremely capable and dependable.
able, capable

ଅର୍ଥ : ଯେଉଁଭଳି ହେବା ଦରକାର ସେଭଳି

ଉଦାହରଣ : ଆପଣ ଉଚିତ କଥା କହିବା ଆବଶ୍ୟକ ସମୁଚିତ ପ୍ରଚେଷ୍ଟାଦ୍ୱାରା ଯେ କୌଣସି କାର୍ଯ୍ୟରେ ସଫଳତା ମିଳେ

ସମକକ୍ଷ : ଉଚିତ, ଉପଯୁକ୍ତ, ଠିକ, ସମୁଚିତ

जैसा होना चाहिए वैसा या जहाँ होना चाहिए वहाँ।

आपको उचित बात कहनी चाहिए।
समुचित प्रयास से ही किसी भी कार्य में सफलता मिलती है।
अर्ह, उचित, उपयुक्त, ऐन, ज़ेबा, जेबा, ठीक, प्रशस्त, मुनासिब, मुफ़ीद, मुफीद, मौज़ू, मौज़ूँ, मौजूँ, मौजूं, योग्य, रास, लायक, लायक़, वाजिब, सही

Suitable for a particular person or place or condition etc.

A book not appropriate for children.
A funeral conducted the appropriate solemnity.
It seems that an apology is appropriate.
appropriate

ଅର୍ଥ : କିଛି ପାଇବା ବା ନେବାର ଯୋଗ୍ୟ

ଉଦାହରଣ : ସେ ପୂଜା ପାଇବାର ଯୋଗ୍ୟ

ସମକକ୍ଷ : ଉପଯୁକ୍ତ

कुछ पाने या लेने के योग्य।

यह उम्मीदवार मत देने के योग्य है।
अधिकारी, उपयुक्त, क़ाबिल, काबिल, पात्र, मुस्तहक, मुस्तहक़, योग्य, लायक, लायक़