ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଯୋଜନା କରିବା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଯୋଜନା କରିବା   କ୍ରିୟାପଦ

ଅର୍ଥ : କୌଣସି କାମପାଇଁ ଯୋଜନା କରିବା

ଉଦାହରଣ : ସେ ଘରକୁ ଯିବାପାଇଁ ଯୋଜନା କରୁଛି

ସମକକ୍ଷ : ପରିକଳ୍ପନା କରିବା, ସଂଘଟନ କରିବା, ସଂଯୋଜନା କରିବା

किसी काम आदि के लिए योजना तैयार करना।

वह घर जाने की योजना बना रहा है।
प्लानिंग करना, योजना बनाना

Make plans for something.

He is planning a trip with his family.
plan

ଅର୍ଥ : କୌଣସି କାମ,ଘଟଣା ଆଦି ନିମନ୍ତେ ସ୍ଥାନ,ସମୟ ଆଦି ନିର୍ଦ୍ଧାରଣ କରିବା

ଉଦାହରଣ : ମୁଁ ଆସନ୍ତା ମାସରେ ଘରକୁ ଯିବାର ବ୍ୟବସ୍ଥା କରୁଛି

ସମକକ୍ଷ : ଆୟୋଜନ କରିବା, ବନ୍ଦୋବସ୍ତ କରିବା, ବ୍ୟବସ୍ଥା କରିବା

* किसी काम, घटना आदि के लिए स्थान, समय आदि निर्धारित करना।

मैंने अगले महीने घर जाने का कार्यक्रम बनाया है।
कार्यक्रम बनाना, योजना बनान