ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଯୋଜନା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଯୋଜନା   ବିଶେଷ୍ୟ

ଅର୍ଥ : କୌଣସି କାର୍ଯ୍ୟ ବା ଉଦ୍ଦେଶ୍ୟ ସାଧନା କରିବାପାଇଁ ଯେଉଁ ରୂପରେଖର କଳ୍ପନା ହୋଇଛି ମାତ୍ର ସଂପୂର୍ଣ୍ଣ ନିଶ୍ଚିତ ହୋଇ ନାହିଁ

ଉଦାହରଣ : ଏଥର ଭାରତର ଆର୍ଥିକ ପରିସ୍ଥିତିକୁ ଧ୍ୟାନରେ ରଖି ଯୋଜନା ଗୁଡ଼ିକ ପ୍ରସ୍ତୁତ କରାଯାଉଛି

ସମକକ୍ଷ : ଅଭିକଳ୍ପନା, ସ୍କିମ

कोई कार्य या उद्देश्य सिद्ध करने की वह रूपरेखा जो अभी कल्पना के क्षेत्र में ही हो, पूरी तरह से निश्चित न हुई हो।

इस बार भारत की आर्थिक परिस्थिति को ध्यान में रखकर योजनाएँ बनाई जा रही हैं।
अभिकल्पन, आयोजना, प्लान, योजना, स्कीम

The cognitive process of thinking about what you will do in the event of something happening.

His planning for retirement was hindered by several uncertainties.
planning, preparation, provision