ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଯୋଡ଼ା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଯୋଡ଼ା   ବିଶେଷ୍ୟ

ଅର୍ଥ : ଏକା ପ୍ରକାରର ଏବଂ ଏକାସହିତ କାମରେ ଆସୁଥିବା ଦୁଇଟି ଜିନିଷ ଯାହାକୁ ଏକକ ରୂପେ ଗ୍ରହଣ କରାଯାଏ

ଉଦାହରଣ : ମୋ ଝିଅର ବର୍ଷକୁ ପାଞ୍ଚ ଯୋଡ଼ା ଚପଲ ଦରକାର ହୁଏ

ସମକକ୍ଷ : ହଳ

एक ही तरह की एवं साथ-साथ काम में आनेवाली दो चीज़ें जो एक इकाई के रूप में मानी जाएँ।

मेरी बेटी को साल में पाँच जोड़ी जूते-चप्पल लगते हैं।
जोट, जोड़, जोड़ा, जोड़ी

A set of two similar things considered as a unit.

brace, pair

ଅର୍ଥ : ଜଣେ ଲୋକ ଥରକୁ ଏକାସାଥିରେ ପିନ୍ଧୁଥିବା ସବୁ ପୋଷାକ

ଉଦାହରଣ : ସେ ବାକ୍ସରେ ରଖିଥିବା ପୋଷାକରୁ ଏକ ଯୋଡ଼ା ବାହାର କରି ପିନ୍ଧିଲେ

ସମକକ୍ଷ : ହଳ

एक आदमी के एक बार में एक साथ पहनने के सब कपड़े।

उसने बक्से में रखे कपड़ों में से एक जोड़ी निकाल कर पहन लिया।
जोट, जोड़, जोड़ा, जोड़ी

ଅର୍ଥ : ଦୁଇ ବ୍ୟକ୍ତି ବା ବସ୍ତୁ ଯାହା ପରସ୍ପରର ସହଯୋଗୀ

ଉଦାହରଣ : ତାଙ୍କର ଯୋଡ଼ି ବହୁତ ଭଲ ଦିଶୁଛି

ସମକକ୍ଷ : ଯୁଗଳ, ଯୁଗ୍ମ, ଯୋଡ଼ି

दो व्यक्ति, वस्तु आदि जो एक-दूसरे के सहयोगी या सम्बद्ध हों।

उनकी जोड़ी बड़ी अच्छी लगती है।
जुगल, जोट, जोड़, जोड़ा, जोड़ी, यमल, युग, युगम, युगल, युग्म

A pair who associate with one another.

The engaged couple.
An inseparable twosome.
couple, duet, duo, twosome

ଅର୍ଥ : ପୁରୁଷ ଓ ସ୍ତ୍ରୀର ଯୁଗ୍ମ

ଉଦାହରଣ : ବାଣୁଆ କ୍ରୌଞ୍ଚ ପକ୍ଷୀ ଯୋଡ଼ିରୁ ଗୋଟିକୁ ମାରିଦେଲେ

ସମକକ୍ଷ : ଯୁଗଳ, ଯୁଗ୍ମ, ଯୋଡ଼ି, ହଳ, ହଳି

नर और मादा का युग्म।

बहेलिये ने क्रौंच पक्षी के जोड़े में से एक को मार दिया।
जुगल, जोट, जोड़, जोड़ा, जोड़ी, मिथुन, यमल, युग, युगम, युगल, युग्म