ସଦସ୍ୟତା ନିଅନ୍ତୁ
ପୃଷ୍ଠା ଠିକଣା କ୍ଲିପବୋର୍ଡରେ କପି ହୋଇଛି ।
ଅର୍ଥ : ସୌରଜଗତର ସେହିଗ୍ରହ ଯାହା ଉପରେ ଆମେ ସବୁ ବାସ କରୁଛୁଁ
ଉଦାହରଣ : ଚନ୍ଦ୍ର ପୃଥିବୀର ଏକ ଉପଗ୍ରହ ହିନ୍ଦୁ ଧର୍ମଗ୍ରନ୍ଥ ଅନୁସାରେ ପୃଥିବୀ ଶେଷନାଗଙ୍କ ଫଣା ଉପରେ ତିଷ୍ଠି ରହିଛି
ସମକକ୍ଷ : ଅଚଳା, ଅବନୀ, ଧରଣୀ, ଧରା, ଧରିତ୍ରୀ, ପୃଥିବୀ, ପୃଥ୍ୱୀ, ବସୁଧା, ବସୁନ୍ଧରା, ମହୀ, ମାଟିମା’
सौर जगत का वह ग्रह जिस पर हम लोग निवास करते हैं।
ସଂସ୍ଥାପନ କରନ୍ତୁ