ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ରାଜ୍ଞୀ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ରାଜ୍ଞୀ   ବିଶେଷ୍ୟ

ଅର୍ଥ : ରାଜଙ୍କ ପତ୍ନୀ

ଉଦାହରଣ : ରାଜା ଦଶରଥଙ୍କର ତିନି ରାଣୀ ଥିଲେ ଶାହଜହାଁ ନିଜ ରାଣୀ ମମତାଜମହଲଙ୍କ ସ୍ମୃତିରେ ତାଜମହଲ ନିର୍ମାଣ କରିଥିଲେ

ସମକକ୍ଷ : ନୃପ ବଲ୍ଲଭା, ବେଗମ୍‌, ମଲ୍ଲିକା, ମହିଷୀ, ରାଜପତ୍ନୀ, ରାଣୀ

राजा की पत्नी।

राजा दशरथ की तीन रानियाँ थीं।
शाहजहाँ ने अपनी रानी मुमताज महल की याद में ताजमहल का निर्माण करवाया था।
नृप वल्लभा, बेगम, बेग़म, मलिका, मल्लिका, महिषी, राजपत्नी, रानी, शुद्धांता, शुद्धान्ता

(the feminine of raja) a Hindu princess or the wife of a raja.

ranee, rani

ଅର୍ଥ : କୌଣସି ଦେଶ ବା କ୍ଷେତ୍ରଆଦିର ମୁଖ୍ୟ ଶାସିକା

ଉଦାହରଣ : ରେଜିଆ ସୁଲତାନ, ଲକ୍ଷ୍ମୀବାଈଆଦି କେତେକ ରାଣୀ ନିଜ ପରାକ୍ରମ ବଳରେ ଶତ୍ରୁମାନଙ୍କ ଦର୍ପ ଭାଙ୍ଗିଥିଲେ

ସମକକ୍ଷ : ରାଣୀ, ଶାସିକା

किसी देश या क्षेत्र आदि की मुख्य शासिका या स्वामिनी।

रज़िया सुल्तान,लक्ष्मी बाई आदि कई रानियों ने अपने पराक्रम के बल पर दुश्मनों के दाँत खट्टे कर दिए।
रागी, राज्ञी, रानी

A female sovereign ruler.

female monarch, queen, queen regnant

ଅର୍ଥ : ସୂର୍ଯ୍ୟଙ୍କ ଜଣେ ପତ୍ନୀ

ଉଦାହରଣ : ରାଜ୍ଞୀଙ୍କ ଗର୍ଭରୁ ରେୱତ ଜନ୍ମ ହୋଇଥିଲେ

सूर्य की एक पत्नी।

राज्ञी के गर्भ से रेवत पैदा हुए थे।
राज्ञी

An imaginary being of myth or fable.

mythical being