ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ରଡ଼ି କରିବା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ରଡ଼ି କରିବା   କ୍ରିୟାପଦ

ଅର୍ଥ : ରାଗରେ ଘୋର ଶବ୍ଦ କରିବା

ଉଦାହରଣ : ବାହାରେ ତ ପାଟି ବନ୍ଦ ରହୁଛି କିନ୍ତୁ ଘରେ ଏତେ ଗର୍ଜନ କରୁଛି

ସମକକ୍ଷ : ଗର୍ଜନକରିବା, ଚିଲ୍ଲେଇବା

(गुस्से आदि में ) घोर शब्द करना।

बाहर तो घिग्घी बँधी रहती है और घर में इतना गरजते हैं।
गरजना, गरराना, चिल्लाना, डंकना, तड़पना, तड़फना, दहाड़ना, हुंकारना

Utter words loudly and forcefully.

`Get out of here,' he roared.
roar, thunder

ଅର୍ଥ : ଯୋରରେ କହିବା

ଉଦାହରଣ : ଏତେ ଯୋରରେ କାହିଁକି ଚିଲ୍ଲାଉଛ, ମୁଁ କାଲ ନୁହେଁ

ସମକକ୍ଷ : ଗର୍ଜନ କରିବା, ଚିତ୍କାର କରିବା, ଚିଲ୍ଲାଇବା

ज़ोर से बोलना।

इतना क्यों चिल्ला रहे हो, मैं बहरा नहीं हूँ।
चिंघाड़ना, चिल्लाना, बँकारना, भौंकना

Utter a sudden loud cry.

She cried with pain when the doctor inserted the needle.
I yelled to her from the window but she couldn't hear me.
call, cry, holler, hollo, scream, shout, shout out, squall, yell