ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଲକ୍ଷ୍ୟସ୍ଥଳ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଲକ୍ଷ୍ୟସ୍ଥଳ   ବିଶେଷ୍ୟ

ଅର୍ଥ : ଯେଉଁ ସ୍ଥାନର ଶେଷ ବା ସମାପ୍ତି ନିର୍ଦ୍ଦିଷ୍ଟ ହୋଇଥାଏ (ଯେପରି ଯାତ୍ରା ବା ଦୌଡ଼ ଆଦିରେ)

ଉଦାହରଣ : ଦୌଡ଼ ପ୍ରତିଯୋଗିତାରେ ଏକସଙ୍ଗେ ଦୁଇଜଣ ଧାବକ ଲକ୍ଷ୍ୟସ୍ଥଳରେ ପହଞ୍ଚିଲେ

ସମକକ୍ଷ : ଗନ୍ତବ୍ୟ, ଗୋଲ୍

वह स्थान जो अंत या समाप्ति पर निर्दिष्ट हो (जैसे यात्रा या दौड़ आदि में)।

दौड़ प्रतियोगिता में एक ही साथ दो धावक मंजिल पर पहुँच गए।
गंतव्य, गन्तव्य, गोल, मंज़िल, मंजिल, मक़ाम, मकाम, मुक़ाम, मुकाम, लक्ष्य

The place designated as the end (as of a race or journey).

A crowd assembled at the finish.
He was nearly exhausted as their destination came into view.
destination, finish, goal