ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଲହରୀ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଲହରୀ   ବିଶେଷ୍ୟ

ଅର୍ଥ : ନଦୀ, ସମୁଦ୍ରଆଦିର ପାଣିରେ ଅଳ୍ପ ଦୂରରେ କିଛି ସମୟ ରହିରହି ଉଠୁଥିବା ଜଳରାଶି ଯାହା ବାରମ୍ବାର ଆଗକୁ ମାଡ଼ିଆସିବା ପରି ଜଣାପଡ଼େ

ଉଦାହରଣ : ସମୁଦ୍ରର ଲହଡ଼ି ବେଳାଭୂମିରେ ବାଧାପାଇ ଉପରକୁ ଉଠୁଅଛି

ସମକକ୍ଷ : ଢେଉ, ତରଙ୍ଗ, ଲହଡ଼ି

नदी, समुद्र आदि के जल में थोड़ी-थोड़ी दूर पर रह-रहकर उठने और फिर नीचे बैठने वाली जलराशि जो बराबर आगे बढ़ती हुई-सी जान पड़ती है।

समुद्र की लहरें चट्टानों से टकराकर ऊपर उठ रही हैं।
अर्ण, अलूला, ऊर्मि, कल्लोल, तरंग, बेला, मौज, लहर, हिलकोर, हिलकोरा, हिलोर, हिलोरा, हिल्लोल

One of a series of ridges that moves across the surface of a liquid (especially across a large body of water).

moving ridge, wave

ଅର୍ଥ : ପ୍ରାକୃତିକ କିମ୍ବା କୃତିମ କାରଣରୁ ଉତ୍ପନ୍ନ ହେଉଥିବା କୌଣସି ବସ୍ତୁର ଲହରୀ ଯାହା କୌଣସି ଶରୀର ବା ବାତାବରଣରେ ଖେଳିଯାଏ

ଉଦାହରଣ : ବିଜୁଳୀରେ ମଧ୍ୟ ତରଙ୍ଗ ଥାଏ

ସମକକ୍ଷ : ତରଙ୍ଗ

प्राकृतिक अथवा कृत्रिम कारणों से उत्पन्न होनेवाली किसी वस्तु की लहर जो किसी शरीर या वातावरण में दौड़ती है।

बिजली में भी तरंगें होती हैं।
तरंग, लहर

A movement like that of a sudden occurrence or increase in a specified phenomenon.

A wave of settlers.
Troops advancing in waves.
wave

ଅର୍ଥ : ଛୋଟ ଏବଂ ହାଲୁକା ଲହରୀ

ଉଦାହରଣ : ଜଳ ଊର୍ମିକୁ ଦେଖି କବିଙ୍କ ଭାବ ଜାଗି ଉଠିଲା ଓ ସେ କବିତା ଲେଖିବାରେ ଲାଗିପଡ଼ିଲେ

ସମକକ୍ଷ : ଊର୍ମି, ଢେଉ

छोटी और हल्की लहर।

जल उर्मिका को देख कवि का भाव मचल उठा और वह कविता लिखने लगा।
उर्मिका