ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଲାଗିପଡ଼ିବା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଲାଗିପଡ଼ିବା   କ୍ରିୟାପଦ

ଅର୍ଥ : କୌଣସି କାମରେ ଦୃଢ଼ତା ପୂର୍ବକ ଲାଗିବା

ଉଦାହରଣ : ବିବାହ ପାଖେଇଆସିବା କାରଣରୁ ପରିବାର ଲୋକେ ପ୍ରସ୍ତୁତିରେ ଲାଗିପଡ଼ିଲେ

किसी काम में दृढ़तापूर्वक लगना या जी लगाकर योग देना।

विवाह नज़दीक होने के कारण परिवारजन तैयारी में जुट गए हैं।
जुटना, जुतना, डटना, भिड़ना