ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଲାଳସା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଲାଳସା   ବିଶେଷ୍ୟ

ଅର୍ଥ : ପ୍ରବଳ ଅଭିଳାଷ ବା ଗଭୀର ଇଛା

ଉଦାହରଣ : ଉଡ଼ିବାର ପ୍ରବଳ ଇଛା ହିଁ ଉଡ଼ାଜାହାଜ ଆବିଷ୍କାର ପାଇଁ ମନୁଷ୍ୟକୁ ପ୍ରେରିତ କଲା

ସମକକ୍ଷ : ପ୍ରବଳ ଇଛା, ଲିପ୍ସା

प्रबल अभिलाषा या गहरी चाह।

मनुष्य की उड़ने की ललक ने ही हवाई जहाज के आविष्कार के लिए प्रेरित किया।
इर्षना, इषण, इषणा, इषना, ईषना, एषणा, प्रबल इच्छा, ललक

A yearning for something or to do something.

hankering, yen