ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଲୁହା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଲୁହା   ବିଶେଷ୍ୟ

ଅର୍ଥ : କଳା ରଙ୍ଗର ଏକ ଧାତୁ ଯେଉଁଥିରେ ବାସନକୁସନ, ହତିଆର, ଯନ୍ତ୍ରଆଦି ତିଆରି ହୁଏ

ଉଦାହରଣ : ଲୁହା ମଣିଷମାନଙ୍କପାଇଁ ବହୁତ ଉପଯୋଗୀ

ସମକକ୍ଷ : ଲୌହ

काले रंग की एक धात्विक तत्व जिससे बर्तन, हथियार, यंत्र आदि बनते हैं।

लोहा मानव के लिए बहुत उपयोगी है।
अय, अयस, अश्म, अश्मज, अश्मसार, आयरन, आयस, आहन, कुधातु, धीन, निशित, भृंगरीट, लोह, लोह तत्त्व, लोह तत्व, लोहा, लौह, लौह तत्त्व, लौह तत्व, शिलात्मज