ସଦସ୍ୟତା ନିଅନ୍ତୁ
ପୃଷ୍ଠା ଠିକଣା କ୍ଲିପବୋର୍ଡରେ କପି ହୋଇଛି ।
ଅର୍ଥ : ଯାହା କୌଣସି କଥା ବା ବସ୍ତୁ ପ୍ରାପ୍ତିଆଡ଼କୁ ଯେଉଁ ମନୋବୃତ୍ତି ଧ୍ୟାନ ନେଇଯାଏ
ଉଦାହରଣ : ମଣିଷର ସବୁ ଇଚ୍ଛା ପୁରେ ନାହିଁ ତାର ଜ୍ଞାନ ପିପାସା ବଢ଼ି ବଢ଼ି ଯାଉଛି ମୋର ଆଜି ଖାଇବାକୁ ମନ ନାହିଁ
ସମକକ୍ଷ : ଅଭିଳାଷ, ଆକାଂକ୍ଷା, ଆଶା, ଇଚ୍ଛା, ଓରମାନ, କାମନା, ପିପାସା, ମନ, ମନୋକାମନା, ମନୋବାଞ୍ଛା, ମନୋଭାବନା, ମନୋରଥ
मन में दबी रहनेवाली तीव्र कामना या लालसा।
An inclination to want things.
ଅର୍ଥ : କିଛି ପାଇବା ନିମନ୍ତେ ବହୁତ ଅଧିକ ଇଚ୍ଛା ବା ଆଶା ଯାହା ପ୍ରାୟ ଅନୁଚିତ ବିଚାର କରାଯାଏ
ଉଦାହରଣ : କୌଣସି ଜିନିଷ ପ୍ରତି ଅଧିକ ଲୋଭ ଠିକ୍ ନୁହେଁ ଲୋଭ ଖରାପ ବିଷୟ
ସମକକ୍ଷ : ପ୍ରଲୋଭନ, ଲିପ୍ସା, ଲୋଭ, ଲୋଲୁପତା
कुछ पाने की बहुत अधिक इच्छा या चाह जो प्रायः अनुचित मानी जाती है।
Excessive desire to acquire or possess more (especially more material wealth) than one needs or deserves.
ସଂସ୍ଥାପନ କରନ୍ତୁ