ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଶଂକା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଶଂକା   ବିଶେଷ୍ୟ

ଅର୍ଥ : ଏପରି ଜ୍ଞାନ ଯେଉଁଥିରେ ସମ୍ପୂର୍ଣ୍ଣ ନିଶ୍ଚିତତା ନାହିଁ

ଉଦାହରଣ : ମୋର ତାଙ୍କ କଥାର ସତ୍ୟତା ଉପରେ ସନ୍ଦେହ ରହିଛି

ସମକକ୍ଷ : ଅଭିଶଂକା, ଦ୍ୱିଧା, ସନ୍ଦେହ

ऐसा ज्ञान जिसमें पूरा निश्चय न हो।

मुझे उसकी बात की सच्चाई पर संशय है।
अंदेशा, अन्देशा, अभिशंका, अभिशङ्का, आशंका, आशंसा, आशङ्का, भ्रांति, भ्रान्ति, युतक, विशय, शंका, शक, शङ्का, शुबहा, संदेह, संशय, सन्देह

The state of being unsure of something.

doubt, doubtfulness, dubiety, dubiousness, incertitude, uncertainty

ଅର୍ଥ : କୌଣସି ବିଷୟ ଏପରି ବା ଏପରି ନୁହେଁ ବୋଲି ହେଉଥିବା ଧାରଣା

ଉଦାହରଣ : ରାମର କଥା ଉପରେ ମୋର ସନ୍ଦେହ ରହିଛି

ସମକକ୍ଷ : ଆଶଙ୍କା, ସଂଶୟ, ସନ୍ଦେହ