ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଶକ୍ତି କ୍ଷେତ୍ର ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଶକ୍ତି କ୍ଷେତ୍ର   ବିଶେଷ୍ୟ

ଅର୍ଥ : ବିକିରଣ କରୁଥିବା ପିଣ୍ଡର ଚାରିପଟ ଥିବା ଜାଗା ଯେଉଁଠି ବୈଦ୍ୟୁତିକ ଚୁମ୍ବକୀୟ ଦୋଳନ ତା ସମ୍ପର୍କରେ ନ ଆସୁଥିବା ଅନ୍ୟ ପିଣ୍ଡ ଉପରେ ଆଘାତ କରେ

ଉଦାହରଣ : ଏହି ପିଣ୍ଡର କ୍ଷେତ୍ର ବହୁତ ଶକ୍ତିଶାଳୀ

ସମକକ୍ଷ : କ୍ଷେତ୍ର, ପ୍ରଭାବ କ୍ଷେତ୍ର

* विकिरण करनेवाले पिंड के चारों ओर की जगह जिसमें विद्युत चुम्बकीय दोलन उसी तरह के दूसरे पिंड पर जो उसके संपर्क में नहीं है, जोर लगाता है।

इस पिंड का क्षेत्र बहुत शक्तिशाली है।
क्षेत्र, प्रभाव क्षेत्र, प्रभाव-क्षेत्र, शक्ति क्षेत्र, शक्ति-क्षेत्र

The space around a radiating body within which its electromagnetic oscillations can exert force on another similar body not in contact with it.

field, field of force, force field