ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଶାସନାଧିକାର ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଶାସନାଧିକାର   ବିଶେଷ୍ୟ

ଅର୍ଥ : ଅଧିପତି ହେବାର ଅବସ୍ଥା ବା ଭାବ

ଉଦାହରଣ : ପୂର୍ବରୁ ଭାରତରେ ବିଦେଶୀମାନଙ୍କର ଆଧିପତ୍ୟ ଥିଲା

ସମକକ୍ଷ : ଅଧିକାର, ଆଧିପତ୍ୟ, ପ୍ରଭୁତ୍ୱ, ସ୍ୱାମୀତ୍ୱ, ହୁକୁମ

The act of having and controlling property.

ownership, possession