ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଶାସ୍ତ୍ର ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଶାସ୍ତ୍ର   ବିଶେଷ୍ୟ

ଅର୍ଥ : କୌଣସି ବିଷୟ ବିଶେଷତଃ ଜଡ଼ ପଦାର୍ଥ ଓ ଲୌକିକ ବିଷୟ ସଂପର୍କିତ କଥା ଓ ତତ୍ତ୍ୱର ଯେଉଁ ବିବେଚନା ଏକ ସ୍ୱତନ୍ତ୍ର ଶାସ୍ତ୍ର ରୂପରେ ଥାଏ

ଉଦାହରଣ : ରାମ ରାଜନୀତି ବିଜ୍ଞାନ ଅଧ୍ୟୟନ କରିଛି ରାହୁଳ ଆଜିକାଲି ଜ୍ୟୋତିଷ ବିଦ୍ୟା ଅଧ୍ୟୟନ କରୁଛି

ସମକକ୍ଷ : ବିଜ୍ଞାନ, ବିଦ୍ୟା

किसी विषय विशेषतः जड़ पदार्थों व लौकिक विषयों की जानी हुई बातों और तत्वों का वह विवेचन जो एक स्वतंत्र शास्त्र के रूप में हो।

राम ने राजनीति विज्ञान की पढ़ाई की है।
राहुल आजकल ज्योतिष विद्या का अध्ययन कर रहा है।
इल्म, विज्ञान, विद्या, शास्त्र, साइंस

A particular branch of scientific knowledge.

The science of genetics.
science, scientific discipline

ଅର୍ଥ : ଜନସାଧାରଣଙ୍କ ହିତପାଇଁ ଉଲ୍ଲେଖ କରାଯାଉଥିବା ଧାର୍ମିକ ଗ୍ରନ୍ଥ

ଉଦାହରଣ : ମୋ ମା’ ଅବସର ସମୟରେ ଶାସ୍ତ୍ରଗୁଡ଼ିକ ଅଧ୍ୟୟନ କରନ୍ତି

ସମକକ୍ଷ : ଧର୍ମଶାସ୍ତ୍ର

जन-साधारण के हित के लिए विधान बतलाने वाले धार्मिक ग्रंथ।

मेरी माँ खाली समय में शास्त्रों का अध्ययन करती है।
धर्मशास्त्र, प्रयोग, शास्त्र

Any writing that is regarded as sacred by a religious group.

sacred scripture, scripture