ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଶୁଦ୍ଧ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଶୁଦ୍ଧ   ବିଶେଷଣ

ଅର୍ଥ : ଯାହା ଭୁଲ୍ ନୁହେଁ

ଉଦାହରଣ : ଶୁଦ୍ଧ ବାକ୍ୟ ଉପରେ ଠିକ୍ ଚିହ୍ନ ଦିଅ

ସମକକ୍ଷ : ଠିକ୍

जो गलत न हो।

आपका उत्तर सही है।
सही वाक्यों पर सही का चिह्न लगाओ।
गलतीरहित, गलतीहीन, त्रुटिरहित, त्रुटिहीन, शुद्ध, सही

ଅର୍ଥ : ଯେଉଁଥିରେ କିଛି ମିଶି ନାହିଁ ବା ଏକଦମ୍‌ ଭଲ

ଉଦାହରଣ : ଆଜିକାଲି ବଜାରରେ ଖାଣ୍ଟି ଜିନିଷ ମିଳିବା ମୁସ୍କିଲ୍‌

ସମକକ୍ଷ : ଅବିମିଶ୍ରିତ, ଅମିଶ୍ରିତ, ଅସଲି, ଖାଣ୍ଟି, ବିଶୁଦ୍ଧ, ବଢ଼ିଆ

जो बिना मिलावट का हो या एकदम अच्छा।

आज-कल बाज़ार में खरा सौदा मिलना मुश्किल है।
अनमेल, अमिश्र, अमिश्रित, असल, असली, उक्ष, खरा, ख़ालिस, खालिस, चोखा, त्रुटिरहित, त्रुटिहीन, निख़ालिस, निखालिस, बढ़िया, बेमिलावटी, विशुद्ध, शुद्ध

Free of extraneous elements of any kind.

Pure air and water.
Pure gold.
Pure primary colors.
The violin's pure and lovely song.
Pure tones.
Pure oxygen.
pure

ଅର୍ଥ : ଯାହା ପରିଶୋଧିତ ବା ଯାହାକୁ ପରିଶୁଦ୍ଧ କରାଯାଇଛି

ଉଦାହରଣ : ଏହା ଶୁଦ୍ଧ ସୁବର୍ଣ୍ଣର ବିସ୍କୁଟ

ସମକକ୍ଷ : ଅମିଶା, ଅସଲି, ଖାଣ୍ଟି, ଖାଦହୀନ, ବିଶୁଦ୍ଧ, ଭଲ

Free of extraneous elements of any kind.

Pure air and water.
Pure gold.
Pure primary colors.
The violin's pure and lovely song.
Pure tones.
Pure oxygen.
pure

ଅର୍ଥ : ଯେଉଁଥିରେ କୌଣସି ପ୍ରକାରର ମଳି ବା ଦୋଷ ନାହିଁ

ଉଦାହରଣ : ନିର୍ମଳ ମନରେ ପ୍ରଭୁଙ୍କୁ ମନେପକାଅ

ସମକକ୍ଷ : ଅନାବିଳ, ଅମ୍ଳାନ, ନିର୍ମଳ, ପବିତ୍ର, ବିମଳ, ବିଶୁଦ୍ଧ, ସଫା, ସଫାସୁତରା, ସୁତରା, ସ୍ୱଚ୍ଛ

Free from impurities.

Clean water.
Fresh air.
clean, fresh