ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଶୃଙ୍ଗାର ରସ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଶୃଙ୍ଗାର ରସ   ବିଶେଷ୍ୟ

ଅର୍ଥ : ସାହିତ୍ୟରେ ନବରସ ଗୁଡ଼ିକ ମଧ୍ୟରୁ ସବୁଠୁ ପ୍ରସିଦ୍ଧ ପ୍ରଧାନ ରସ

ଉଦାହରଣ : ଶୃଙ୍ଗାର ରସରେ ନାୟକ-ନାୟିକାଙ୍କ ମିଳନ ବା ସଂଯୋଗରୁ ଉତ୍ପନ୍ନ ସୁଖ ବା ବିୟୋଗ କାରଣରୁ ହେଉଥିବା କଷ୍ଟର ବର୍ଣ୍ଣନା ହୋଇଥାଏ

ସମକକ୍ଷ : ଶୃଙ୍ଗାର

साहित्य के नौ रसों में से सबसे अधिक प्रसिद्ध प्रधान रस।

शृंगार रस में नायक-नायिका के मिलन अथवा संयोग से उत्पन्न सुख या वियोग के कारण होने वाले कष्टों का वर्णन होता है।
आदिरस, शृंगार, शृंगार रस, श्रृंगार, श्रृंगार रस