ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଶେଷଭାଗ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଶେଷଭାଗ   ବିଶେଷ୍ୟ

ଅର୍ଥ : କୌଣସି ଘଟଣା ଆଦିର ନିଷ୍ପାଦନୀୟ ବା ଅନ୍ତିମ ଭାଗ

ଉଦାହରଣ : ଏହି ପୁସ୍ତକର ଶେଷଭାଗ ପଢ଼ିବାପରେ ହିଁ ଆପଣ କୌଣସି ନିଷ୍କର୍ଷରେ ପହଞ୍ଚିବେ

ସମକକ୍ଷ : ଅନ୍ତ, ଅନ୍ତିମ ଭାଗ, ଇତି, ଉପସଂହାର

किसी घटना आदि का निष्पादनीय या अंतिम भाग।

इस पुस्तक का अंत पढ़ने के बाद ही आप किसी निष्कर्ष पर पहुँचेंगे।
अंत, अन्त, उपसंहार