ଅର୍ଥ : ଗାଳିକରିବା ବା ଧମକ ଦେବା କ୍ରିୟା ବା ଭାବ
ଉଦାହରଣ :
ଘରଲୋକଙ୍କ ଗାଳିରେ ବିରକ୍ତ ହୋଇ ମୋହନ ଘର ଛାଡ଼ି ପଳାଇଲା
ସମକକ୍ଷ : କଟୂବାଣୀ, ଗାଳି, ଧମକ, ଭର୍ତ୍ସନା
ଅନ୍ୟ ଭାଷାରେ ଅନୁବାଦ :
A severe scolding.
bawling out, castigation, chewing out, dressing down, earful, going-over, upbraiding