ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଶ୍ରୀମାନ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଶ୍ରୀମାନ   ବିଶେଷ୍ୟ

ଅର୍ଥ : ଏକ ଆଦରସୂଚକ ଶବ୍ଦ ଯାହା ପୁରୁଷମାନଙ୍କ ନାମର ପୂର୍ବରୁ ବା ସେମାନଙ୍କୁ ସମ୍ବୋଧନ କରିବାପାଇଁ ଲଗାଯାଇଥାଏ

ଉଦାହରଣ : ଶ୍ରୀମାନ ଅଜିତ ଯୋଗୀଙ୍କୁ ଛତିଶଗଡ଼ର ପ୍ରଥମ ମୁଖ୍ୟମନ୍ତ୍ରୀ ଭାବରେ ନିଯୁକ୍ତ କରାଯାଇଛି

ସମକକ୍ଷ : ଶ୍ରୀ

एक आदरसूचक शब्द जो पुरुषों के नाम के पहले या उनको संबोधित करने के लिए लगाया जाता है।

श्रीमान् अजीत जोगी छत्तीसगढ़ के प्रथम मुख्य मंत्री नियुक्त किए गए हैं।
श्रीमान, श्रीमान्

A form of address for a man.

mister, mr, mr.