ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଶୟନ କରିବା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଶୟନ କରିବା   କ୍ରିୟାପଦ

ଅର୍ଥ : ଶୋଇକରି ଶରୀର ଏବଂ ମସ୍ତିସ୍କକୁ ବିଶ୍ରାମ ଦେଉଥିବା ନିଦ୍ରିତ ଅବସ୍ଥାରେ ରହିବା‌

ଉଦାହରଣ : ହାଲିଆ ହୋଇଥିବାରୁ ସେ ଆଜି ଜଲ୍ଦି ଶୋଇପଡ଼ିଲେ

ସମକକ୍ଷ : ନିଦ୍ରାଯିବା, ଶୋଇବା

लेटकर शरीर और मस्तिष्क को विश्राम देने वाली निद्रा की अवस्था में होना।

थकावट के कारण आज वह जल्दी सो गया।
पौंढ़ना, पौढ़ना, शयन करना, सोना