ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଷ୍ଟାମ୍ପ୍‌ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଷ୍ଟାମ୍ପ୍‌   ବିଶେଷ୍ୟ

ଅର୍ଥ : ମୋହର ଲଗାଇବା ପରେ ପ୍ରାପ୍ତ ଛାପ ବା ଆକୃତି

ଉଦାହରଣ : ସେ କାଗଜ ଉପରେ ଲାଗିଥିବା ମୋହରରେ ଦସ୍ତଖତ କଲେ

ସମକକ୍ଷ : ଛାପ, ମୋହର, ସିଲ

मोहर लगाने पर प्राप्त छाप या आकृति।

उसने कागज पर लगी मोहर के ऊपर हस्ताक्षर कर दिया।
अंकक, इस्टाम, छापा, मुहर, मोहर, सील, स्टांप, स्टाम्प, स्टैंप, स्टैम्प

ଅର୍ଥ : ଅକ୍ଷର, ଚିହ୍ନ, ନାମଆଦିର ଛାପ ନେବା ବା ଏଥିରେ ଚାପଦେଇ ଅଙ୍କିତ କରୁଥିବା ସିଲ୍

ଉଦାହରଣ : ପ୍ରଧାନାଚାର୍ଯ୍ୟ ନିଜ ନାଁରେ ଏକ ମୋହର ତିଆରିକଲେ

ସମକକ୍ଷ : ଛାପା, ମୁଦ୍ରା, ମୋହର

अक्षर, चिह्न, नाम आदि की छाप लेने या उन्हें दबाकर अंकित करने का ठप्पा।

प्रधानाचार्य ने अपने नाम की एक मुहर बनवाई।
अंकक, इस्टाम, छापा, ठप्पा, नक़्श, नक्श, मुद्रा, मुहर, मोहर, सील, स्टांप, स्टाम्प, स्टैंप, स्टैम्प

A block or die used to imprint a mark or design.

stamp