ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ସଂଗଠନ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ସଂଗଠନ   ବିଶେଷ୍ୟ

ଅର୍ଥ : ଗୋଟିଏ ହେବାର ଅବସ୍ଥା ବା ଭାବ

ଉଦାହରଣ : ଦେଶର ଏକତା ଓ ଅଖଣ୍ଡତାକୁ ବଜାୟ ରଖିବା ଆମର ପରମ କର୍ତ୍ତବ୍ୟ ସେମାନଙ୍କ ମଧ୍ୟରେ ବହୁତ ଏକତା ଅଛି

ସମକକ୍ଷ : ଅଭେଦ, ଏକତା, ମିଳନ, ମେଳ, ସାମ୍ୟ

एक होने की अवस्था या भाव।

देश की एकता और अखंडता को बनाये रखना हमारा परम कर्तव्य है।
उनमें बहुत एकता है।
इकता, इकताई, इत्तफ़ाक़, इत्तफाक, इत्तहाद, इत्तिफ़ाक़, इत्तिफाक, इत्तिहाद, एकजुटता, एकता, ऐक्य, मेल, संगठन, संघटन

The quality of being united into one.

oneness, unity

ଅର୍ଥ : ଏକ ସଙ୍ଗେ କୌଣସି କାମ କରିବାପାଇଁ ଲୋକମାନଙ୍କ ଏକ ସମୂହ

ଉଦାହରଣ : ରାମ ଏକ ବେସରକାରୀ ସଂଗଠନର ସଦସ୍ୟ

ସମକକ୍ଷ : ପରିଷଦ, ପ୍ରତିଷ୍ଠାନ, ସଂସ୍ଥା

लोगों आदि का वह समूह जो एक साथ कोई काम करता हो।

राम एक गैरसरकारी संगठन का सदस्य है।
असोसीएशन, असोसीऐशन, एसोसिएशन, ऑर्गनाइजेशन, तनजीम, संगठन, संघटन, संस्था

A group of people who work together.

organisation, organization

ଅର୍ଥ : ବିକ୍ଷିପ୍ତ ଶକ୍ତିକୁ ଏକତ୍ରିତ କରି ତାକୁ କୌଣସି କାର୍ଯ୍ୟ ପାଇଁ ପ୍ରସ୍ତୁତ କରିବା ଉଦ୍ଦେଶ୍ୟରେ ନିର୍ମିତ ସଂସ୍ଥା

ଉଦାହରଣ : ଭାରତକୁ ବିଦେଶୀ ଶାସନରୁ ମୁକ୍ତ କରିବାପାଇଁ ଭିନ୍ନଭିନ୍ନ ଅନେକ ସଂଗଠନ ତିଆରି କରାଯାଇଥିଲା

ସମକକ୍ଷ : ସଂସ୍ଥା

बिखरी हुई शक्तियों को एक में मिलाकर उन्हें किसी कार्य के लिए तैयार करने के उद्देश्य से बनाई हुई संस्था।

भारत को विदेशी शासन से मुक्त करने के लिए अलग-अलग कई संगठन बनाए गए थे।
संगठन, संघटन

An organization of people (or countries) involved in a pact or treaty.

alignment, alinement, alliance, coalition