ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ସଂଜ୍ଞାଶୂନ୍ୟ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ସଂଜ୍ଞାଶୂନ୍ୟ   ବିଶେଷଣ

ଅର୍ଥ : ଯାହାର ଚେତା ନାହିଁ

ଉଦାହରଣ : ନିଜର ପ୍ରିୟବନ୍ଧୁର ମୃତ୍ୟୁ ଖବର ଶୁଣି ସେ ବେହୋସ୍‌ ହୋଇଗଲା

ସମକକ୍ଷ : ଅଚେତ, ଅଚେତନ, ଚେତନାରହିତ, ଚେତାଶୂନ୍ୟ, ଚେତାହୀନ, ଜ୍ଞାନଶୂନ୍ୟ, ବେହୋସ୍‌, ମୂର୍ଚ୍ଛିତ, ସଂଜ୍ଞାରହିତ, ସଂଜ୍ଞାହୀନ