ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ସଂଦେଶ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ସଂଦେଶ   ବିଶେଷ୍ୟ

ଅର୍ଥ : କୌଣସି ଉଦ୍ଦେଶ୍ୟରେ କଥିତ, ଲିଖିତ, ବା ସାଂକେତିକ ମହତ୍ୱପୂର୍ଣ୍ଣ କଥା

ଉଦାହରଣ : ନିଜ ଭାଇର ବାହାଘର ଖବରପାଇ ତା’ର ଖୁସିର ସୀମା ରହିଲାନି

ସମକକ୍ଷ : ଖବର, ସଂବାଦ, ସମାଚାର

किसी उद्देश्य से कही या कहलाई हुई या लिखित या सांकेतिक कोई महत्वपूर्ण बात।

अपने भाई की शादी का संदेश पाकर वह फूला नहीं समाया।
अहवाल, खबर, ख़बर, पयाम, पैग़ाम, पैगाम, संदेश, संदेशा, संदेसा, संबाद, संवाद, सन्देश, समाचार, सम्बाद, सम्वाद

A communication (usually brief) that is written or spoken or signaled.

He sent a three-word message.
message

ଅର୍ଥ : ଚେତାଇବା କିମ୍ବା ସାବଧାନ କରିବାପାଇଁ କାହାକୁ ଜଣାଇବା ବିଷୟ

ଉଦାହରଣ : ଆଜି ପାଣିପାଗ ବିଭାଗ ମାଛଧରାଳୀମାନଙ୍କୁ ସମୁଦ୍ରକୁ ନ ଯିବାକୁ ଚେତାବନୀ ଦେଇଛନ୍ତି

ସମକକ୍ଷ : ଚେତାବନୀ

चेताने या सावधान करने के लिए कही जाने वाली बात।

मौसम विभाग ने आज मछुआरों को समुद्र में न जाने की चेतावनी दी है।
अलर्ट, चेतावनी, तम्बीह, वार्निंग, वॉर्निंग

A message informing of danger.

A warning that still more bombs could explode.
warning