ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ସଂବାଦ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ସଂବାଦ   ବିଶେଷ୍ୟ

ଅର୍ଥ : କୌଣସି ଉଦ୍ଦେଶ୍ୟରେ କଥିତ, ଲିଖିତ, ବା ସାଂକେତିକ ମହତ୍ୱପୂର୍ଣ୍ଣ କଥା

ଉଦାହରଣ : ନିଜ ଭାଇର ବାହାଘର ଖବରପାଇ ତା’ର ଖୁସିର ସୀମା ରହିଲାନି

ସମକକ୍ଷ : ଖବର, ସଂଦେଶ, ସମାଚାର

किसी उद्देश्य से कही या कहलाई हुई या लिखित या सांकेतिक कोई महत्वपूर्ण बात।

अपने भाई की शादी का संदेश पाकर वह फूला नहीं समाया।
अहवाल, खबर, ख़बर, पयाम, पैग़ाम, पैगाम, संदेश, संदेशा, संदेसा, संबाद, संवाद, सन्देश, समाचार, सम्बाद, सम्वाद

A communication (usually brief) that is written or spoken or signaled.

He sent a three-word message.
message

ଅର୍ଥ : ହାଲ୍‌ଚାଲ୍‌

ଉଦାହରଣ : ବିଲାତ ଯିବା ପରେ ମନୋଜ କେବେ ବି ନିଜ ଗାଁଉଲୀ ମାଆବାପାଙ୍କ ଖବର ବୁଝିଲା ନାହିଁ

ସମକକ୍ଷ : ଖବର

हाल-चाल।

विलायत जाने के बाद से मनोज ने कभी भी अपने ग्रामीण माँ-बाप की सुध नहीं ली।
खबर, ख़बर, सुध, सुधि

Paying particular notice (as to children or helpless people).

His attentiveness to her wishes.
He spends without heed to the consequences.
attentiveness, heed, paying attention, regard