ସଦସ୍ୟତା ନିଅନ୍ତୁ
ପୃଷ୍ଠା ଠିକଣା କ୍ଲିପବୋର୍ଡରେ କପି ହୋଇଛି ।
ଅର୍ଥ : ପ୍ରସ୍ତାବରେ କିଛି ସୁଧାରିବା ବା କମେଇବା-ବଢ଼େଇବା ପ୍ରକ୍ରିୟା
ଉଦାହରଣ : କିଛି ନେତା ସଂବିଧାନ ସଂଶୋଧନ ସପକ୍ଷରେ ଅଛନ୍ତି
ଅନ୍ୟ ଭାଷାରେ ଅନୁବାଦ :हिन्दी English
प्रस्ताव आदि में कुछ सुधार करने या घटाने-बढ़ाने की क्रिया।
The act of amending or correcting.
ଅର୍ଥ : ଦୋଷ ବା ତ୍ରୁଟିଗୁଡ଼ିକୁ ଦୂରକରି ଠିକ କରିବା ପ୍ରକ୍ରିୟା
ଉଦାହରଣ : ପାଣିନି ଦେବଭାଷାକୁ ସଂଶୋଧନ କରି ସଂସ୍କୃତରୂପ ପ୍ରଦାନ କରିଥିଲେ
ସମକକ୍ଷ : ପରିମାର୍ଜନ, ପରିଶୋଧନ, ଶୋଧନ
तेल, शक्कर, धातु आदि की अशुद्धियों को दूर करके ठीक करने की प्रक्रिया।
The act of offering an improvement to replace a mistake. Setting right.
ଅର୍ଥ : ଭୁଲ୍, ଦୋଷଆଦି ଦୂର କରି ଶୁଦ୍ଧ ବା ଠିକ୍ କାମ କରିବାର କ୍ରିୟା
ଉଦାହରଣ : ଓଡ଼ିଶା ମାଧ୍ୟମିକ ବୋର୍ଡ଼ଦ୍ୱାରା ପ୍ରକାଶିତ ଓଡ଼ିଆ ବ୍ୟାକରଣ ପୁସ୍ତକଗୁଡ଼ିକରେ ସଂଶୋଧନ ଆଣିବା ଆବଶ୍ୟକ
ସମକକ୍ଷ : ତ୍ରୁଟିଶୂନ୍ୟ, ପରିବର୍ତ୍ତନ
किसी लेख, काव्य आदि की भूल, दोष आदि दूर करके शुद्ध या ठीक करने की क्रिया।
ସଂସ୍ଥାପନ କରନ୍ତୁ