ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ସଂଶୋଧନ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ସଂଶୋଧନ   ବିଶେଷ୍ୟ

ଅର୍ଥ : ପ୍ରସ୍ତାବରେ କିଛି ସୁଧାରିବା ବା କମେଇବା-ବଢ଼େଇବା ପ୍ରକ୍ରିୟା

ଉଦାହରଣ : କିଛି ନେତା ସଂବିଧାନ ସଂଶୋଧନ ସପକ୍ଷରେ ଅଛନ୍ତି

प्रस्ताव आदि में कुछ सुधार करने या घटाने-बढ़ाने की क्रिया।

कुछ नेता संविधान में संशोधन के पक्ष में हैं।
तरमीम, संशोधन

The act of amending or correcting.

amendment

ଅର୍ଥ : ଦୋଷ ବା ତ୍ରୁଟିଗୁଡ଼ିକୁ ଦୂରକରି ଠିକ କରିବା ପ୍ରକ୍ରିୟା

ଉଦାହରଣ : ପାଣିନି ଦେବଭାଷାକୁ ସଂଶୋଧନ କରି ସଂସ୍କୃତରୂପ ପ୍ରଦାନ କରିଥିଲେ

ସମକକ୍ଷ : ପରିମାର୍ଜନ, ପରିଶୋଧନ, ଶୋଧନ

तेल, शक्कर, धातु आदि की अशुद्धियों को दूर करके ठीक करने की प्रक्रिया।

परिष्करण से उत्तम कोटि की धातु प्राप्त की जाती है।
अपमार्जन, परिमार्जन, परिशोधन, परिष्करण, संस्करण, संस्कार

The act of offering an improvement to replace a mistake. Setting right.

correction, rectification

ଅର୍ଥ : ଭୁଲ୍‌, ଦୋଷଆଦି ଦୂର କରି ଶୁଦ୍ଧ ବା ଠିକ୍‌ କାମ କରିବାର କ୍ରିୟା

ଉଦାହରଣ : ଓଡ଼ିଶା ମାଧ୍ୟମିକ ବୋର୍ଡ଼ଦ୍ୱାରା ପ୍ରକାଶିତ ଓଡ଼ିଆ ବ୍ୟାକରଣ ପୁସ୍ତକଗୁଡ଼ିକରେ ସଂଶୋଧନ ଆଣିବା ଆବଶ୍ୟକ

ସମକକ୍ଷ : ତ୍ରୁଟିଶୂନ୍ୟ, ପରିବର୍ତ୍ତନ

किसी लेख, काव्य आदि की भूल, दोष आदि दूर करके शुद्ध या ठीक करने की क्रिया।

माध्यमिक शालाओं की पुस्तकों को संशोधन के लिए भेजा गया है।
इसलाह, इस्लाह, संशोधन, सुधार, सुधारना

The act of offering an improvement to replace a mistake. Setting right.

correction, rectification