ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ସକସକ ହେବା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ସକସକ ହେବା   କ୍ରିୟାପଦ

ଅର୍ଥ : ଜୋରରେ ନକାନ୍ଦି ଧୀରେ ଧୀରେ କାନ୍ଦିବା

ଉଦାହରଣ : ସେ ବର୍ତ୍ତମାନ ବି ସକାଉଛି

ସମକକ୍ଷ : ସକାଇବା, ସକେଇବା

खुलकर नहीं बल्कि धीरे-धीरे रोना।

वह अभी भी सिसक रही है।
सिसकना, सिसकी भरना, सिसकी लेना, सुबकना, सुबकी लेना

Weep convulsively.

He was sobbing inconsolably.
sob