ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ସକାଳ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ସକାଳ   ବିଶେଷ୍ୟ

ଅର୍ଥ : ସୂର୍ଯ୍ୟ ଉଦୟ ହେବାର ପୂର୍ବବର୍ତ୍ତୀ ଓ ପରବର୍ତ୍ତୀ ସମୟ

ଉଦାହରଣ : ମୋତେ ସକାଳେ ବହୁତ କାମ କରିବାକୁ ପଡ଼େ ମୁଁ ସକାଳ ହେଲେ ଶୀଘ୍ର ଉଠିଯାଏ

सूर्य निकलने से कुछ पहले से सूर्य निकलने के कुछ बाद तक का समय या चार-पाँच बजे से लेकर नौ-दस बजे तक का समय।

मुझे सुबह में बहुत सारे काम करने होते हैं।
सुबह

The time period between dawn and noon.

I spent the morning running errands.
forenoon, morn, morning, morning time