ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ସଘନ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ସଘନ   ବିଶେଷଣ

ଅର୍ଥ : ପାଖାପାଖି ଗଢ଼ି ଉଠିଥିବା

ଉଦାହରଣ : ସେ ଘନ ବସ୍ତିରେ ରହୁଛି

ସମକକ୍ଷ : ଘନ

पास-पास बसा हुआ।

वह घनी बस्ती में रहता है।
घना, सघन

ଅର୍ଥ : ଯାହାର ଅବୟବ ବା ଅଂଶ ପାଖକୁପାଖ ବା ଖୁନ୍ଦାଖିନ୍ଦି ଥାଏ ବା ଯାହା ବହୁତ ଲାଗିଲାଗି ରହିଛି

ଉଦାହରଣ : ଶିକାର ଘଞ୍ଚବଣରେ ପଶିଗଲା ଏବଂ ଶିକାରୀ ଖାଲି ହାତରେ ଫେରିଲା

ସମକକ୍ଷ : ଗହନ, ଘଞ୍ଚ, ନିବିଡ଼

जिसके अवयव या अंश पास-पास या सटे हों या जो बहुत पास-पास हों।

शिकार सघन वन में प्रवेश कर गया और शिकारी खाली हाथ लौट आया।
अबिरल, अविरल, गझिन, गहन, गुंजान, घना, घनेरा, निविड़, निविरीस, बीझा, संघात, सघन, सङ्घात