ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ସଙ୍ଗତ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ସଙ୍ଗତ   ବିଶେଷ୍ୟ

ଅର୍ଥ : ବାଜା ବଜାଇକରି ଗାଇବା କାମରେ ବାଜା ବଜାଇକରି ବା ଗାଇକରି ସହାୟତା ଦେବାର କ୍ରିୟା

ଉଦାହରଣ : ବଇଁଶି ବାଦକ ପଣ୍ଡିତ ଚୌରାସିୟାଙ୍କ ସଙ୍ଗତ ପାଇଁ ତବଲାରେ ଉପସ୍ଥିତ ଉସ୍ତାଦ ଜାକିର ହୁସୈନ

ସମକକ୍ଷ : ସଙ୍ଗତି, ସାଙ୍ଗ

बाजा बजाकर गाने वाले के काम में या गाकर सहायता देने की क्रिया।

बाँसुरीवादक पंडित चौरसिया जी की संगत के लिए तबले पर हैं, उस्ताद ज़ाकिर हुसैन।
संगत, संगति

ଅର୍ଥ : ଏକା ସାଙ୍ଗରେ ରହିବା ପ୍ରକ୍ରିୟା

ଉଦାହରଣ : ଖରାପ ଲୋକଙ୍କ ସଂଗତି ଯୋଗୁଁ ରାମ ଖରାପ ହୋଇଗଲା

ସମକକ୍ଷ : ସଂଗ, ସଂଗତି, ସଂସର୍ଗ

संग रहने की क्रिया।

बुरे लोगों की संगति के कारण राम बिगड़ गया।
आसंग, आसङ्ग, इशतराक, इशतिराक, इश्तराक, इश्तिराक, संग, संग-साथ, संगत, संगति, संसर्ग, साथ, सोहबत

The state of being with someone.

He missed their company.
He enjoyed the society of his friends.
companionship, company, fellowship, society

ସଙ୍ଗତ   ବିଶେଷଣ

ଅର୍ଥ : କୌଣସି କଥା ପ୍ରସଙ୍ଗରେ ପୂର୍ବାପର ବା ତାଳମେଳ ଆଲୋଚନା ଅଥବା ଅନ୍ୟ କୌଣସି ପ୍ରକାରରେ ଠିକ୍‌ ବା ମେଳ ରଖିବାବାଲା

ଉଦାହରଣ : ମନ୍ତ୍ରୀଙ୍କ ସଙ୍ଗତ ଉତ୍ତରରେ ସାମ୍ବାଦିକମାନେ ଚୁପ୍‌ ହୋଇଗଲେ

ସମକକ୍ଷ : ଉଚିତ, ଉପଯୁକ୍ତ, ଠିକ୍‌, ଯଥାର୍ଥ, ଯଥୋଚିତ, ୱାଜିବ

पूर्वापर या आस-पास की बातों के विचार से अथवा और किसी प्रकार से ठीक बैठने या मेल रखने वाला।

मंत्री जी के संगत उत्तर से पत्रकार चुप हो गये।
उचित, उपयुक्त, ज़ेबा, जायज, जायज़, जेबा, ठीक, फिट, माकूल, मुनासिब, मुफ़ीद, मुफीद, यथोचित्, लाजमी, लाज़मी, लाज़िम, लाज़िमी, लाजिम, लाजिमी, वाज़िब, वाजिब, संगत

Suitable for a particular person or place or condition etc.

A book not appropriate for children.
A funeral conducted the appropriate solemnity.
It seems that an apology is appropriate.
appropriate