ଅର୍ଥ : କୌଣସି କଥାର ଚିନ୍ତା, ଅପେକ୍ଷା, ବା ଅଭିଯୋଗ ନ ରହିବା ବା କୌଣସି କଥାରେ ସଂପୂର୍ଣ୍ଣ ପ୍ରସନ୍ନ ହେବାର ଭାବ
ଉଦାହରଣ :
ମୋ କାମ ଆପଣଂକୁ ସନ୍ତୋଷ ଦେଲା କି ନାହିଁ
ସମକକ୍ଷ : ସନ୍ତୁଷ୍ଟି
ଅର୍ଥ : ମନର ଏହି ଅବସ୍ଥା ଯାହା କାରଣରୁ ଆମେ ସଦାବେଳେ ପ୍ରସନ୍ନ ରହୁ ଏବଂ କୌଣସି କମନା ମନରେ ରହେ ନାହିଁ
ଉଦାହରଣ :
ସନ୍ତୋଷ ମଣିଷକୁ ସୁଖ ଓ ଶାନ୍ତି ପ୍ରଦାନ କରେ
ସମକକ୍ଷ : ସନ୍ତୁଷ୍ଟି