ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ସଭା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ସଭା   ବିଶେଷ୍ୟ

ଅର୍ଥ : କୌଣସି ବିଶେଷ ବିଷୟ ଉପରେ ଚର୍ଚ୍ଚା କରିବା ନିମନ୍ତେ ଆୟୋଜିତ କରାଯାଇଥିବା ବୈଠକ

ଉଦାହରଣ : କୃଷକମାନଙ୍କ ରାଷ୍ଟ୍ରୀୟ ଅଧିବେଶନରେ କୃଷକ ସମ୍ବନ୍ଧୀୟ ସମସ୍ୟା ଉପରେ ବିଚାର-ବିମର୍ଶ କରାଗଲା

ସମକକ୍ଷ : ଅଧିବେଶନ, ବୈଠକ

किसी विषय विशेष पर चर्चा करने के लिए आयोजित की गई बैठक।

किसानों के राष्ट्रीय अधिवेशन में किसान संबंधी समस्याओं पर विचार-विमर्श किया गया।
अंजुमन, अधिवेशन, असेंबली, असेम्बली, आसथान, आस्था, आस्थान, इजलास, जलसा, बैठक, बज़्म, मंडली, मजलिस, मण्डली, महफ़िल, महफिल, सभा

A prearranged meeting for consultation or exchange of information or discussion (especially one with a formal agenda).

conference

ଅର୍ଥ : ଲୋକମାନଙ୍କର ଔପଚାରିକ ଦଳ ବା ସଙ୍ଗଠନ

ଉଦାହରଣ : ଫେବୃୟାରୀରେ ସଂସଦ ସଭା ସମାପ୍ତ କରାଯିବ ସଭାରେ ଉପସ୍ଥିତ ସବୁଲୋକଙ୍କୁ ମୁଁ ହାର୍ଦିକ ଅଭିନନ୍ଦନ କରୁଛି

ସମକକ୍ଷ : ଅଭିଷଦ, ଅସୋସିଏଶନ, କମିଟି, ଗୋଷ୍ଠି, ପରିଷଦ, ସମିତି

लोगों का औपचारिक दल या संगठन।

सभा में उपस्थित सभी लोगों का मैं हार्दिक अभिनंदन करता हूँ।
अभिषद, असोसिएशन, कमिटी, कमेटी, गोष्ठी, सभा, समज्या, समिति