ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ସମର୍ଥନ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ସମର୍ଥନ   ବିଶେଷ୍ୟ

ଅର୍ଥ : କାହାରିଦ୍ୱାରା କରାଯାଇଥିବା କାମ ବା ପ୍ରଦାନ କରାଯାଇଥିବା ପରାମର୍ଶକୁ ଠିକ୍‌ ବୋଲି ନିଜର ସ୍ୱୀକୃତି ଦେବା

ଉଦାହରଣ : ଆମେ ଏହି ପ୍ରସ୍ତାବକୁ ଅନୁମୋଦନ କରୁଛୁ

ସମକକ୍ଷ : ଅନୁମୋଦନ

किसी के किए हुए काम या सामने रखे हुए सुझाव को ठीक मानकर अपनी दी हुई स्वीकृति।

हम इस प्रस्ताव का अनुमोदन करते हैं।
अनुमोदन, ताईद, समर्थन, हिमायत

The act of providing approval and support.

His vigorous backing of the conservatives got him in trouble with progressives.
backing, backup, championship, patronage

ଅର୍ଥ : କ୍ଷମତାରେ ପୂର୍ଣ୍ଣ ହୋଇଥିବା ଅବସ୍ଥା ବା ଭାବ

ଉଦାହରଣ : ଆପଣଙ୍କ ପାରିବାପଣରୁ ଏହି କାର୍ଯ୍ୟ ହୋଇପାରିଲା

ସମକକ୍ଷ : ତାକତ୍, ପାରିବାପଣ, ବଳ, ଶକ୍ତି

क्षमता से पूर्ण होने की अवस्था या भाव।

आपकी ताक़त के कारण ही यह कार्य हो सका।
क्षमतापूर्णता, ताकत, ताक़त, शक्तिपूर्णता, समर्थता, सामर्थ्य

Enduring strength and energy.

stamina, staying power, toughness