ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ସମାଲୋଚନା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ସମାଲୋଚନା   ବିଶେଷ୍ୟ

ଅର୍ଥ : କୌଣସି କଥାର ବିଚାର କିମ୍ବା ବିବେଚନା

ଉଦାହରଣ : ସମ୍ମିଳିତ ଭାବରେ ବେରୋଜଗାରୀ ଉପରେ ବିଚାର ବିମର୍ଶ କରାଯାଉଅଛି

ସମକକ୍ଷ : ଆଲୋଚନା, ବିଚାର ବିମର୍ଶ, ବିଶ୍ଳେଷଣ

किसी बात का विचार या विवेचन।

गोष्ठी में बेरोज़गारी के ऊपर विचार विमर्श किया जा रहा है।
आलोड़न, विचार-विमर्श, विमर्श, सोच विचार

An exchange of views on some topic.

We had a good discussion.
We had a word or two about it.
discussion, give-and-take, word

ଅର୍ଥ : ଭଲଭାବରେ ଏବଂ ସତର୍କତାର ସହିତ କୌଣସି ସାହିତ୍ୟିକ କୃତିର ଗୁଣ ଓ ଦୋଷକୁ ବିବେଚନା କରାଯାଉଥିବା ଲେଖା

ଉଦାହରଣ : ଶିକ୍ଷୟତ୍ରୀ ନାଟକର ସମାଲୋଚନା ଲେଖିବାପାଇଁ କହିଲେ

ସମକକ୍ଷ : ଆଲୋଚନା

अच्छी तरह देख-भाल कर किसी साहित्यिक कृति के गुण और दोषों की विवेचना करने वाला लेख।

शिक्षिका ने नाटक की समालोचना लिखने के लिए कहा।
आलोचना, समालोचना

A written evaluation of a work of literature.

criticism, literary criticism

ଅର୍ଥ : କୌଣସି କଥା ବା କାମର ଗୁଣ ଦୋଷ ଆଦି ସମ୍ବନ୍ଧରେ ପ୍ରକଟ କରାଯାଉଥିବା ବିଚାର

ଉଦାହରଣ : ସେ ଆଲୋଚନା ଶୁଣି ମଧ୍ୟ ଅପ୍ରଭାବିତ ରହିଲେ

ସମକକ୍ଷ : ଆଲୋଚନା, ଟୀକା, ଟୀପ୍ପଣୀ

किसी बात या कार्य के गुण दोष आदि के संबंध में प्रकट किया जाने वाला विचार।

वे आलोचना सुनकर भी अप्रभावित रहे।
आलोचन, आलोचना, खिंचाई, टीका-टिप्पणी

A serious examination and judgment of something.

Constructive criticism is always appreciated.
criticism, critique