ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ସମୀର ଶବ୍ଦର ଅର୍ଥ ଏବଂ ଉଦାହରଣ ।

ସମୀର   ବିଶେଷ୍ୟ

ଅର୍ଥ : ପ୍ରାୟଃ ସର୍ବତ୍ର ଚଳମାନ ଏକ ତତ୍ତ୍ୱ ଯାହା ସାରା ପୃଥିବୀରେ ବ୍ୟାପ୍ତ ଏବଂ ଯେଉଁଥିରେ ପ୍ରାଣୀ ଶ୍ୱାସ ନେଇଥାନ୍ତି

ଉଦାହରଣ : ପବନ ଅଭାବରେ ଜୀବନ କଳ୍ପନା କରାଯାଇପାରିବ ନାହିଁ

ସମକକ୍ଷ : ଅନିଳ, ଜୀବନ, ପବନ, ପ୍ରାଣ, ବାୟୁ, ମରୁତ