ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ସମ୍ବାଦ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ସମ୍ବାଦ   ବିଶେଷ୍ୟ

ଅର୍ଥ : ଯେଉଁ ସୂଚନା ଯାହା ରେଡିଓ, ଖବର କାଗଜଆଦିରେ ମିଳେ

ଉଦାହରଣ : ଏବେ ଆପଣ ହିନ୍ଦୀରେ ଦେଶବିଦେଶର ଖବର ଶୁଣୁଥିଲେ

ସମକକ୍ଷ : ଖବର, ବାର୍ତ୍ତା, ସମାଚାର

वह सूचना जो रेडियो, समाचार पत्रों, आदि से प्राप्त हो।

अभी आप हिंदी में देश-विदेश के समाचार सुन रहे थे।
खबर, ख़बर, न्यूज, न्यूज़, वाकया, वाक़या, वाक़िया, वाकिया, वाक्या, वार्ता, वार्त्ता, वृत्तांत, वृत्तान्त, संवाद, समाचार, सम्वाद, हाल

Information reported in a newspaper or news magazine.

The news of my death was greatly exaggerated.
news

ଅର୍ଥ : ଯେଉଁ କଥା କାହାରିକୁ କୌଣସି ବିଷୟକ ଜ୍ଞାନ ଦେବାପାଇଁ ବା ଜଣେଇବାପାଇଁ କୁହାଯାଏ

ଉଦାହରଣ : ଜଳବାୟୁ ବିଭାଗ ଭାରି ବର୍ଷା ହେବାର ସୂଚନା ଦେଇଛି ମୁଁ ରାମକୁ ଖବରଦେଇଛି ସେ ଆସୁଥିବ

ସମକକ୍ଷ : ଏତଲା, ଖବର, ଜ୍ଞାପନ, ନୋଟିସ୍‌, ସୂଚନା

वह बात आदि जो किसी को किसी विषय का ज्ञान या परिचय कराने के लिए कही जाए।

मौसम विभाग ने भारी बारिश होने की सूचना दी है।
मैंने राम को सूचना दे दी है वह आता ही होगा।
आगाही, आलोक पत्र, आलोक-पत्र, इत्तला, इत्तिला, खबर, ख़बर, जानकारी, ज्ञापन, नोटिस, सूचना

A message received and understood.

info, information