ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ସମ୍ମିଳିତ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ସମ୍ମିଳିତ   ବିଶେଷ୍ୟ

ଅର୍ଥ : ମିଶିବା ବା ସମ୍ମିଳିତ ହେବା ଭାବ

ଉଦାହରଣ : ତାକୁ ରାଜନୀତିରେ ସମ୍ମିଳିତ ହେବାର ପୂର୍ଣ୍ଣ ସୁଯୋଗ ମିଳିଲା

शरीक या सम्मिलित होने की अवस्था, क्रिया या भाव।

राजनीति में उनकी शिरकत से सारा परिवार नाराज़ है।
शिरकत

ସମ୍ମିଳିତ   ବିଶେଷଣ

ଅର୍ଥ : କାହାରିସାଥିରେ ବା କାହାଦ୍ୱାରା ମିଶି ବା ସଂଯୁକ୍ତ ହୋଇ

ଉଦାହରଣ : ଭାତ,ଡାଲି,ତରକାରୀର ସମ୍ମିଳିତ ଭୋଜନ ସ୍ୱାସ୍ଥ୍ୟକାରକ ଈଶ୍ୱର ଦୃଶ୍ୟ ଅଦୃଶ୍ୟ ସମସ୍ତ ଜିନିଷରେ ସମ୍ମିଳିତ ଅଛନ୍ତି

ସମକକ୍ଷ : ଏକତ୍ରିତ, ମିଶ୍ରିତ, ଯୁକ୍ତ, ସଂଯୁକ୍ତ, ସଂଶ୍ଳିଷ୍ଟ, ସମିଶ୍ରିତ

किसी से या किसी में मिला हुआ या युक्त।

दाल, चावल, रोटी, सब्जी, सलाद आदि सम्मिलित भोजन स्वास्थ्यप्रद होता है।
ईश्वर दृश्य अदृश्य सबमें सम्मिलित है।
अन्वित, अभिव्याप्त, इकसूत, मिलित, मिश्रित, युक्त, संश्लिष्ट, संसृष्ट, सम्मिलित

Made or joined or united into one.

combined

ଅର୍ଥ : କାହାରି ଭିତରେ ଲୁଚି, ସନ୍ନିବେଶିତ ହୋଇ, ବା ମିଶି ରହିଥିବା

ଉଦାହରଣ : ଶୈବାଳ, ଛତୁ ମଧ୍ୟ ଉଦ୍ଭିଦଜଗତର ଅନ୍ତର୍ଭୁକ୍ତ ସେ ମଧ୍ୟ ଏହି କାମରେ ଅନ୍ତର୍ଭୁକ୍ତ

ସମକକ୍ଷ : ଅନ୍ତର୍ଗତ, ଅନ୍ତର୍ଭୁକ୍ତ, ସାମିଲ

किसी के अंदर छिपा,समाया, मिला या गया हुआ।

शैवाल,फफूंद भी वनस्पत्ति जगत के अंतर्गत आते हैं।
वह भी इस काम में शामिल है।
अंतर्गत, अंतर्भावित, अंतर्भूत, अन्तर्गत, अन्तर्भावित, अन्तर्भूत, तहत, शरीक, शामिल, संसृष्ट, सम्मिलित