ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ସରକାର ଶବ୍ଦର ଅର୍ଥ ଏବଂ ଉଦାହରଣ ।

ସରକାର   ବିଶେଷ୍ୟ

ଅର୍ଥ : ଦେଶ, ରାଜ୍ୟ ଆଦିର ଶାସନ ପ୍ରବଂଧ କରୁଥିବା ସଂସ୍ଥା

ଉଦାହରଣ : ସରକାର ନିଜ ନୀତିଗୁଡ଼ିକ କାର୍ଯ୍ୟକାରୀ କରିବା ଉଚିତ

ସମକକ୍ଷ : ପ୍ରଶାସନ, ଶାସନ

देश, राज्य आदि का शासन-प्रबंध करने वाली संस्था या सत्ता।

सरकार को अपनी नीतियों पर अमल करना चाहिए।
गवर्नमेंट, गवर्नमेन्ट, गवर्मन्ट, प्रशासन, शासन, सरकार

The organization that is the governing authority of a political unit.

The government reduced taxes.
The matter was referred to higher authorities.
authorities, government, regime