ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ସରି ଶବ୍ଦର ଅର୍ଥ ଏବଂ ଉଦାହରଣ ।

ସରି   ବିଶେଷ୍ୟ

ଅର୍ଥ : ଦଉଡ଼ି ବା ଡୋରର ଅନେକ ତାରମଧ୍ୟରୁ ଏକ

ଉଦାହରଣ : କୂଅରୁ ପାଣି କାଢ଼ିବା ସମୟରେ ଦଉଡ଼ିର ଏକ ଖିଅ ଛିଡ଼ିଗଲା

ସମକକ୍ଷ : ଖିଅ

रस्सी या डोर के कई तारों में का एक तार।

कुँए से पानी निकालते समय डोर की एक लड़ टूट गई।
लड़, लड़ी, लर

A very slender natural or synthetic fiber.

fibril, filament, strand

ଅର୍ଥ : ଲୋକମାନଙ୍କ ଯାତାୟତରେ ଜଙ୍ଗଲ ବା ଖେତରେ ତିଆରି ହୋଇ ଯାଉଥିବା ପତଳା ରାସ୍ତା

ଉଦାହରଣ : ସେ ନିଜ ସ୍ୱାମୀଙ୍କ ନିମନ୍ତେ ଡଗରରେ ଖାଦ୍ୟ ନେଇ ଯାଉଥିଲା

ସମକକ୍ଷ : ଡଗର, ପାଦଚଲା ରାସ୍ତା

जंगलों या खेतों में का वह पतला रास्ता जो लोगों के आने-जाने से बन जाता है।

वह पगडंडी से होकर अपने पति के लिए खाना ले जा रही थी।
खुरहर, पगडंडी, पौदर, स्कंधपथ, स्कन्धपथ

A trodden path.

footpath, pathway