ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ସାରାଂଶ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ସାରାଂଶ   ବିଶେଷ୍ୟ

ଅର୍ଥ : କୌଣସି ପୂରା ତଥ୍ୟ, ପଦାର୍ଥ, କଥାଆଦି ସବୁ ତତ୍ତ୍ୱର ମୁଖ୍ୟ ଅଭିପ୍ରାୟ

ଉଦାହରଣ : ଶିକ୍ଷକ ବିଦ୍ୟାର୍ଥୀଙ୍କୁ କାହାଣୀର ସାରାଂଶ ଲେଖିବାକୁ କହିଲେ

ସମକକ୍ଷ : ତାତ୍ପର୍ଯ୍ୟ, ଭାବାର୍ଥ

किसी पूरे तथ्य, पदार्थ, कथन आदि के सब तत्वों आदि का मुख्य आशय।

शिक्षक ने विद्यार्थियों को कहानी का सारांश लिखने के लिए कहा।
खुलासा, तात्पर्य, निचोड़, भावार्थ, संक्षेप, सार, सारांश

A sketchy summary of the main points of an argument or theory.

abstract, outline, precis, synopsis

ଅର୍ଥ : ବିଚାର ବା ବିବେଚନା ଶେଷରେ ବାହାରୁଥିବା ସିଦ୍ଧାନ୍ତ

ଉଦାହରଣ : ଘଣ୍ଟାକର କଠିନ ପରିଶ୍ରମ ପରେ ଯାଇ ଆମେ ଏହି ଲେଖାର ନିଷ୍କର୍ଷ ପାଇଲୁ

ସମକକ୍ଷ : ତଥ୍ୟ, ନିଷ୍କର୍ଷ, ସାର, ସାରତଥ୍ୟ, ସିଦ୍ଧାନ୍ତ

किसी विचार या अनुभव का सबसे आवश्यक या सबसे महत्वपूर्ण हिस्सा।

एक घंटे की कड़ी मेहनत के बाद ही हम इस लेख के निष्कर्ष तक पहुँच पाए।
अनुगम, अनुगमन, उन्नयन, निचोड़, निष्कर्ष, सार

The central meaning or theme of a speech or literary work.

burden, core, effect, essence, gist