ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ସାରିବା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ସାରିବା   କ୍ରିୟାପଦ

ଅର୍ଥ : କୌଣସି କାମକୁ ଆରମ୍ଭରୁ ଶେଷ ପର୍ଯ୍ୟନ୍ତ ନେଇଯିବା

ଉଦାହରଣ : ଏହି କାମକୁ ସାର, ପୁଣି ଅନ୍ୟ କାମ କର

ସମକକ୍ଷ : କରିବା, ସଂପାଦିତ କରିବା

किसी क्रिया को आरंभ से समाप्ति की ओर ले जाना।

यह काम निपटा लो, फिर दूसरा काम करना।
करना, निपटाना, संपादित करना, सम्पादित करना

Get (something) done.

I did my job.
do, perform

ଅର୍ଥ : କୌଣସି କାମରେ ବାକି ନ ରହିବା

ଉଦାହରଣ : ଆପଣ କଣ ଖାଇବା ସାରିଲେଣି?

ସମକକ୍ଷ : ଶେଷ କରିବା, ସମାପ୍ତ କରିବା

किसी कार्य का बाक़ी न रहना।

क्या आप खाना खा चुके।
चुकना

Come or bring to a finish or an end.

He finished the dishes.
She completed the requirements for her Master's Degree.
The fastest runner finished the race in just over 2 hours; others finished in over 4 hours.
complete, finish