ଅର୍ଥ : ଋଷିମାନଙ୍କଦ୍ୱାରା ଦିଆ ଯାଇଥିବା ଉପଦେଶ
ଉଦାହରଣ :
ଶଙ୍କରାଚାର୍ଯ୍ୟଙ୍କ ଅଦୈତ୍ୟ ସିଦ୍ଧାନ୍ତକୁ ସମସ୍ତେ ଗ୍ରହଣ କରନ୍ତି ନାହିଁ
ସମକକ୍ଷ : ମତ
ଅର୍ଥ : ବିଦ୍ୟା, କଳା ଆଦି ସମ୍ବନ୍ଧରେ କୌଣସି ବିଦ୍ୱାନଙ୍କଦ୍ୱାରା ପ୍ରତିପାଦିତ ଯେଉଁ ସିଦ୍ଧାନ୍ତକୁ ଅନେକ ଲୋକ ମାନିଥାନ୍ତି
ଉଦାହରଣ :
ଡାରୱିନଙ୍କର କ୍ରମବିକାଶ ସିଦ୍ଧାନ୍ତ ଅନୁସାରେ ମଣିଷର ବି ଲାଞ୍ଜ ଥିଲା
ସମକକ୍ଷ : ମତବାଦ