ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ସିରିୟଲ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ସିରିୟଲ   ବିଶେଷ୍ୟ

ଅର୍ଥ : ଟିଭି,ରେଡ଼ିଓ ଆଦି ମାଧ୍ୟମରେ ପ୍ରସାରିତ ହେଉଥିବା ସେହି ଘଟଣାକ୍ରମ ପ୍ରଧାନ ନାଟକ ଆଦି ଯାହା କୌଣସି ବିଶେଷ ଚରିତ୍ରର ଦୈନନ୍ଦିନ ଜୀବନକୁ ଦର୍ଶାଇ ଥାଏ

ଉଦାହରଣ : ଟିଭିରେ ପ୍ରସାରିତ ହେଉଥିବା ସବୁ ଧାରାବାହିକ କାହାଣୀ ମୋତେ ପରସ୍ପରସହ ସମ୍ବନ୍ଧିତ ହେଲାଭଳି ଲାଗୁଛି

ସମକକ୍ଷ : ଧାରାବାହିକ

टीवी,रेडियो आदि पर चलता रहने वाला वह घटना-क्रम प्रधान नाटक आदि जो कुछ विशेष चरित्रों की रोजमर्रा की जिंदगी को दर्शाता है।

मुझे टीवी पर आ रहे सभी धारावाहिकों की कहानियाँ मिलती-जुलती लगती हैं।
धारावाहिक, सीरियल

A serialized set of programs.

A comedy series.
The Masterworks concert series.
serial, series