ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ସିଲାଇକରିବା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ସିଲାଇକରିବା   କ୍ରିୟାପଦ

ଅର୍ଥ : କୌଣସି ବଡ଼ ବସ୍ତୁରେ କୌଣସି ଛୋଟ ବସ୍ତୁ ଛୁଞ୍ଚିସୁତା ଭଳି କୌଣସି ମାଧ୍ୟମ ସାହାଯ୍ୟରେ ଯୋଡ଼ିବା

ଉଦାହରଣ : ଲତା କୁର୍ତ୍ତାରେ ବୋତାମ ସିଲାଇ କରୁଛି

ସମକକ୍ଷ : ଲଗେଇବା

किसी बड़ी वस्तु में कोई छोटी वस्तु किसी माध्यम से जैसे सुई डोरे आदि से जोड़ना।

लता कुर्ते में बटन टाँक रही है।
टँकाई करना, टाँकना, लगाना

Fasten by sewing. Do needlework.

run up, sew, sew together, stitch